୨୩ ଯାଏଁ ରାଜ୍ୟରେ ଘନକୁହୁଡି, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

୨୩ ଯାଏଁ ରାଜ୍ୟରେ ଘନ କୁହୁଡ଼ି । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ପ୍ରଭାବିତ ହୋଇପାରେ । 

ଭୁବନେଶ୍ୱର (କେନ୍ୟୁଜ): ୨୩ ଯାଏଁ ରାଜ୍ୟରେ ଘନ କୁହୁଡ଼ି । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ପ୍ରଭାବିତ ହୋଇପାରେ । ଏହା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ଶୁଷ୍କ ବାୟୁ ପ୍ରବେଶ କରୁଛି । ଏହା ଫଳରେ କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଆକାଶ ମେଘାଛନ୍ନ ରହିଛି । ତେବେ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.