ହାଇକୋର୍ଟରେ ଶ୍ରୀମନ୍ଦିର ମରାମତି ମାମଲା, ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି

ହାଇକୋର୍ଟରେ ଶ୍ରୀମନ୍ଦିର ମରାମତି ମାମଲା। ଜଗମୋହନ ଓ ନାଟ୍ୟ ମଣ୍ଡପର ମରାମତି ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ ।

ହାଇକୋର୍ଟରେ ଶ୍ରୀମନ୍ଦିର ମରାମତି ମାମଲା। ଜଗମୋହନ ଓ ନାଟ୍ୟ ମଣ୍ଡପର ମରାମତି ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ଏଏସଆଇ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ଉଚ୍ଚ ନ୍ୟାୟାଳୟ । ପୂର୍ବ ନିର୍ଦ୍ଦେଶ କଣ ପାଇଁ କାର୍ଯ୍ୟକାରୀ ହୋଇନାହିଁ ସେନେଇ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ASI ଜବାବ ଦାଖଲ କରିବ ବୋଲି କହିଛନ୍ତି ଆବେଦନକାରୀଙ୍କ ଓକିଲ ଆଲୋକ ମହାପାତ୍ର।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.