କେନ୍ୟୁଜ୍(ବ୍ୟୁରୋ): ଶ୍ରୀକ୍ଷେତ୍ରରେ ଚାଲିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି । ୧୨ଦିନର ଲୀଳାଖେଳା ପରେ ଆଜି ଶ୍ରୀମନ୍ଦିରକୁ ଫେରିଯିବେ ମହାବାହୁ। ଚତୁର୍ଦ୍ଧାମୂର୍ତ୍ତି ଗୋଟି ପହଣ୍ଡିରେ ରତ୍ନବେଦୀକୁ ବିଜେ କରିବେ। ନୀଳାଦ୍ରିବିଜେ ପାଇଁ ଶ୍ରୀମନ୍ଦିର ପ୍ରଶାସନ ନୀତି ନିିର୍ଘଣ୍ଟ ସ୍ଥିର କରିଛନ୍ତି। ସକାଳୁ ସମସ୍ତ ନୀତିକାନ୍ତି ଶେଷ ହେବା ପରେ ଅପରାହ୍ଣ ୪ଟାରୁ ପହଣ୍ଡି ଆରମ୍ଭ ହୋଇଛି।
ରାତି ୧୦ଟା ସୁଦ୍ଧା ପହଣ୍ଡି ସାରିବା ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଖୁଆଇ ମହାପ୍ରଭୁ ଜଗନ୍ନାଥ ମାନଭଞ୍ଜନ କରିବେ। ଆଜି ବିଳମ୍ବିତ ରାତିରେ ନୀତି ସମାପନ ପରେ ଆସନ୍ତାକାଲିର ନୀତି ଆରମ୍ଭ ହେବ।
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…