Categories: ରାଜ୍ୟ

ଦୁଷ୍କର୍ମ ଓ ବ୍ଲାକମେଲିଂ ଅଭିଯୋଗରେ ନିମାପଡ଼ା ଥାନା କନଷ୍ଟେବଳ ଗିରଫ

ନିମାପଡ଼ା(କେନ୍ୟୁଜ୍): କନଷ୍ଟେବଳଙ୍କ କଳା କାରନାମା। ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ କନଷ୍ଟେବଳ। ପୁରୀ ଜିଲ୍ଲା ନିମାପଡ଼ା ଥାନାର କନଷ୍ଟେବଳ ଗଙ୍ଗାଧର ରାଉତ ଜଣେ ମହିଳାଙ୍କୁ ଦୁଷ୍କର୍ମ ଓ ବ୍ଲାକମେଲିଂ ଅଭିଯୋଗରେ ଗିରଫ ହେବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏନେଇ ସତ୍ୟବାଦୀ ଥାନା ଅଞ୍ଚଳର ମହିଳା ଜଣକ ଏକ ପାରିବାରିକ ଘଟଣା ନେଇ ଥାନାକୁ ଯାଇଥିବା ବେଳେ ଗଙ୍ଗାଧରଙ୍କ ପରିଚୟ ହୋଇଥିଲା। ପରେ ଗଙ୍ଗାଧର ତାଙ୍କୁ ଦୁଷ୍କର୍ମ କରିବା ନେଇ ସତ୍ୟବାଦୀ ଥାନାରେ ଅଭିଯୋଗ କରିଥିଲେ। ମାତ୍ର ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ମହିଳା ଜଣକ ମୋ ସରକାର ମାଧ୍ୟମରେ ଏସପିଙ୍କୁ ଜଣାଇଥିଲେ। ଗଙ୍ଗାଧରଙ୍କୁ ସତ୍ୟବାଦୀ ଥାନା ପୋଲିସ ଗିରଫ କରିଛି। ଆଜି ତାଙ୍କୁ କୋର୍ଟରେ ହାଜର କରାଯିବ।

 

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

21 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

29 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

44 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

50 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago