ରାଜ୍ୟ

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନୀତି ଆୟୋଗର ପ୍ରଶଂସା, ପାରଦର୍ଶିତା ରିପୋର୍ଟରେ ପାଇଲା ସ୍ଥାନ

ପାରଳାଖେମୁଣ୍ଡି (କେନ୍ୟୁଜ୍‌): ନୀତି ଆୟୋଗର ଜିଲ୍ଲା ଚିକିତ୍ସା କେନ୍ଦ୍ରର ପାରଦର୍ଶିତା ରିପୋର୍ଟରେ ଓଡ଼ିଶାର ତିନୋଟି ଜିଲ୍ଲା ମୁଖ୍ୟ ଚିକିତ୍ସା କେନ୍ଦ୍ର ରହିଥିବା ବେଳେ ଗଜପତି ଜିଲ୍ଲା ଚିକିତ୍ସା କେନ୍ଦ୍ର ମଧ୍ୟ ଏଥିରେ ସ୍ଥାନ ପାଇଛି। ରିପୋର୍ଟରେ ନୀତି ଆୟୋଗ ଓଡ଼ିଶାକୁ ବେସ ଅକୁପେନ୍ସିରେ ୧୨ତମ ସ୍ଥାନ ଦେଇଥିବା ବେଳେ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସା କେନ୍ଦ୍ରକୁ ପ୍ରଶଂସା କରିଛନ୍ତି। ପରିଷ୍କାର ପରିଚ୍ଛନ୍ନତା, ବେଡ୍‌, ୱାର୍ଡ ପରିଚାଳନା, ଶୌଚାଳୟ, ଆଲୋକ ବ୍ୟବସ୍ଥା, ଏୟାର କଣ୍ଡିସନର ୱାର୍ଡ ସମେତ ସ୍ୱଚ୍ଛ ପରିବେଶକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି।

WCW 11

Recent Posts

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

8 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

21 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

24 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

44 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago