ସୋମବାର ଅପରାହ୍ଣ ୫ଟା ରୁ ରାତି ୧୦ ଟା ଯାଏ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ଆସନ୍ତାକାଲି ୨୦ ତାରିଖ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ପ୍ରାୟ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ୟୁଜ(ବ୍ୟୁରୋ) : ଆସନ୍ତାକାଲି ୨୦ ତାରିଖ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ପ୍ରାୟ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.