Categories: ରାଜ୍ୟ

ଗତକାଲି ଘଟଣା ପରେ କେନ୍ଦ୍ରାପଡ଼ାରେ ବନ୍ଦ କରାଗଲା ଇଣ୍ଟରନେଟ୍ ସେବା

କେନ୍ଦ୍ରାପଡ଼ା ସହର ଓ ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍‌ ସେବା ବନ୍ଦ। ଗତକାଲି ଘଟିଥିବା ଏକ ଘଟଣା ପରେ ସତର୍କତାମୂଳକ ଭାବେ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯାଇଥିବା କେନ୍ଦ୍ରାପଡ଼ା ଜିଲ୍ଲାପାଳ ପ୍ରେମଚାନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି ।

ଗତକାଲି କେନ୍ଦ୍ରାପଡ଼ା ବଡାହାଟରେ ବାପା ଓ ପୁଅ ଦୁଇ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏନେଇ ଥାନାରେ ଏତଲା ଦିଆଯାଇଥିଲା। ତେବେ ଘଟଣାରେ କାହାରିକୁ ଗିରଫ କରାନଯିବାରୁ ଲୋକେ ଉତ୍ୟକ୍ତ ହୋଇ ଥାନା ଘେରାଉ କରିଥିଲେ। ପରେ ଏସ୍‌ପି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପ୍ରତିଶୃତି ଦେଇଥିଲେ। ପରେ ପରିସ୍ଥିତି ଶାନ୍ତ ପଡିଥିଲା।

KNews Bureau

Recent Posts

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

6 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

20 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

32 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

44 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

1 hour ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago