ରାଜ୍ୟ

ବିଦେଶରୁ ଓଡିଶାକୁ ଫେରିଥିବା ବ୍ୟକ୍ତିଙ୍କ ୧୪୧ ପଜିଟିଭ ନମୁନାରେ ଓମିକ୍ରନ ନାହିଁ:ILS ନିର୍ଦ୍ଦେଶକ

କେନ୍ୟୁଜ୍(ବ୍ୟୁରୋ): ନଭେମ୍ବର ୨୪ ପରେ ବିଦେଶରୁ ରାଜ୍ୟକୁ ଫେରିଥିବା ୨୪୬ ଜଣ ପଜିଟିଭ ଚିହ୍ନଟ । ସମସ୍ତ ନମୁନା ଜିନମ  ସିକ୍ୱେନ୍ସିଂ ଲାଗି ଆଇଏଲଏସକୁ ଅଣାଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଡକ୍ଟର ଅଜୟ ପରିଡ଼ା । ଏହାପୂର୍ବରୁ ନଭେମ୍ବର ମାସରେ ରାଜ୍ୟକୁ ଆସିଥିବା ୧୪୧ ପଜିଟିଭ ନମୁନାର ଜିନମ ସିକ୍ୱେନ୍ସିଂ ହୋଇଥିଲା । ସେସବୁ ନମୁନାରେ ଓମିକ୍ରନ ଚିହ୍ନଟ ହୋଇନି ।

ସେପଟେ  ସ୍ବାସ୍ଥ୍ୟମନ୍ତ୍ରୀ ନବଦାସ କହିଛନ୍ତି ଓମିକ୍ରନ୍‌କୁ ନେଇ ଭୟ କରିବାର କୌଣସି କାରଣ ନାହିଁ । ଟିକା ଉପରେ ଏହା କେତେ ପ୍ରଭାବୀ ତା ବିଷୟରେ ଗବେଷଣା ଚାଲିଛି । କେବଳ ବିଦେଶ ଫେରନ୍ତାଙ୍କ ପୋର୍ଟାଲ କରିବା ପାଇଁ ଆମକୁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛୁ। ଫଳରେ ତାଙ୍କୁ ଯୋଗାଯୋଗ କରି କଣ୍ଟାକ୍ଟ ଟ୍ରେସିଂ କରିହେବ । ଯାହା ଆବଶ୍ୟକ ସେ ବିଷୟରେ ପଦକ୍ଷେପ ନେବୁ । ଏଥିପ୍ରତି ତୀକ୍ଷ୍‌ଣ ନଜର ରହିଛି। ଓଡିଶାକୁ କେତେ ବିଦେଶରୁ ଆସିଛନ୍ତି ତାର ଠିକ୍‌ ସଂଖ୍ୟା ନାହିଁ । କେନ୍ଦ୍ର ପକ୍ଷରୁ ତଥ୍ୟ ଆସିଲେ ପଦକ୍ଷେପ ନିଆଯିବ । ତେଣୁ ସମସ୍ତେ କେବଳ ସତର୍କ ରୁହନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ ନବ ଦାସ।

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

22 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

33 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

46 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

49 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago