ସାମୁଦ୍ରିକ ଝଡର ରୂପ ନେବନି ଲଘୁଚାପ, ଡିପ ଡିପ୍ରେସନ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ: IMD ଡିଜି

ଭୁବନେଶ୍ବର: ନାହିଁ ବାତ୍ୟା ଆଶଙ୍କା। ସାମୁଦ୍ରିକ ଝଡର ରୂପ ନେବନି ଲଘୁଚାପ। ଡିପ ଡିପ୍ରେସନ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ। ଏନେଇ ସୂଚନା ଦେଇଛନ୍ତି IMD DG ମୃତ୍ୟୁଞ୍ଜୟ ମହାପାତ୍ର।

ସେ କହିଛନ୍ତି ଡିପ ଡିପ୍ରେସନ ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗିରହିବ। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବା IMD DG ସୂଚନା ଦେଇଛନ୍ତି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.