Categories: ରାଜ୍ୟ

ମିଳିଲାନି କାନ୍ଧ, ଉଠିଲାନି ମୃତଦେହ । କାରଣ ?

କେନ୍ଦୁଝର (କେନ୍ୟୁଜ୍) : ଶବସତ୍କାର ପାଇଁ ଗାଁ ଶ୍ମଶାନରେ ହାତେ ଜାଗା ମିଳିଲା ନାହିଁ । ସାହି ଲୋକେ ଆସିଲେନି, କି ମୃତ ଦେହକୁ କାନ୍ଧ ଦେଲେନି । ଯାହାଫଳରେ ୨ ଦିନ ପଡି ରହିଲା ମୃତଦେହ । କେନ୍ଦୁଝର ଜିଲ୍ଳା ସଦର ବ୍ଲକ ଅନ୍ତର୍ଗତ ମହାଦେଇ ଯୋଡ଼ା ଗାଁରେ ଘଟିଛି ଏଭଳି ଘଟଣା । ଗାଁର ପର୍ଶୁରାମ ହାଇବୁରୁ କିଡନୀ ରୋଗରେ ଆକ୍ରାନ୍ତ ଥିଲେ । ଚିକିତ୍ସା ପାଇଁ ଅର୍ଥ ଅଭାବ ହେବାରୁ କିଛି ଅନ୍ୟ ଧର୍ମର ଲୋକେ ତାଙ୍କୁ ଚିକିତ୍ସା ଯୋଗାଇ ଦେବାକୁ କହିଥିଲେ ।

ପରେ ସେ ଖ୍ରୀଷ୍ଟ ଧର୍ମ ଗ୍ରହଣ କଲେ । ତେବେ ଗତ ଶୁକ୍ରବାର ତାଙ୍କର ମୃତ୍ୟୁ ହୋଇଥିଲା । ସେ ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ତାଙ୍କ ମରଶରୀରକୁ ଗାଁ ଲୋକେ ସମାଧି ଦେବାକୁ ବାରଣ କରିଥିଲେ । ପୋଲିସ ପହଁଚିବା ପରେ ପର୍ଶୁରାମଙ୍କର ନିଜ ବାଡ଼ିରେ ଶବକୁ ପୋତି ଦିଆଯାଇଥିଲା ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

7 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

21 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

34 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

35 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago