Below header

ବିବାଦ ଘେରରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ନାକ୍ ଟିମର ସଦସ୍ୟଙ୍କ ପିଛା ଅଧିକ ଖର୍ଚ୍ଚ ହେଉଥିବା ଅଭିଯୋଗ

କେନ୍ୟୁଜ୍: ବିବାଦ ଘେରରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ପରିଦର୍ଶନ କରି ମାନ ନିର୍ଦ୍ଧାରଣ କରୁଥିବା ନାକ୍ ଟିମର ସଦସ୍ୟଙ୍କ ପିଛା ବହୁ ଟଙ୍କା ଖର୍ଚ୍ଚ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅଧିକାର ଆଇନ ବଳରେ ଏଭଳି ତଥ୍ୟ ସାମ୍‌ନାକୁ ଆସିବା ପରେ ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ସ୍ପଷ୍ଟୀକରଣ ମିଳିପାରିନାହିଁ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.