ରାଜ୍ୟ

ଆନ୍ଦୋଳନରତ ବାର୍‌ ଆସୋସିଏସନକୁ ନୋଟିସ୍‌: ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଦିଆଯାଇଛି ନିର୍ଦ୍ଦେଶ

କଟକ(କେନ୍ୟୁଜ):ଆନ୍ଦୋଳନରତ ବାର୍‌ ଆସୋସିଏସନକୁ ନୋଟିସ୍‌ । ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ନୋଟିସ୍‌ ଦିଆଯାଇଛି । ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଦିଆଯାଇଛି ନିର୍ଦ୍ଦେଶ । ନଚେତ୍‌ ଆନ୍ଦୋଳନରେ ସାମିଲ ଥିବା ଆଇନଜୀବୀଙ୍କ ଲାଇସେନ୍ସ ବାତିଲ୍‌ କରାଯିବ। ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆର ନିଷ୍ପତ୍ତିକ୍ରମେ ଏହି ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ଓକିଲ ମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଗତ ଜାନୁଆରୀ ମାସରୁ ସେପ୍‌ଚେମ୍ବର ମଧ୍ୟରେ ୨ଲକ୍ଷ ୧୪ ହଜାର ୧୭୬ ଘଣ୍ଟା କୋର୍ଟ ସମୟ ନଷ୍ଟ ହୋଇଛି। ଏଭଳି ଆନ୍ଦୋଳନ ଯୋଗୁ ସାଧାରଣ ଲୋକ ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାକୁ ବରଦସ୍ତ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୨୮ ତାରିଖରେ ହେବ ।

 

 

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago