Below header

ବହୁଚର୍ଚ୍ଚିତ ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲା : ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ରଙ୍କୁ ଛତ୍ରପୁର ପୋଲିସର ନୋଟିସ୍‌

ଛତ୍ରପୁର : ବିଜେପି ନେତାଙ୍କୁ ଛତ୍ରପୁର ଥାନା ପୋଲିସର ନୋଟିସ। ଛତ୍ରପୁରର ବହୁଚର୍ଚ୍ଚିତ ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ବିଜେପିର ୨ଜଣ ନେତାଙ୍କୁ ନୋଟିସ ହୋଇଛି। ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ରଙ୍କୁ ନୋଟିସ ଜାରି କରିଛି ଛତ୍ରପୁର ଥାନା ପୋଲିସ । ୨୦୧୭ ନଭେମ୍ବରରେ ୧ତାରିଖରେ ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ଗୋଲକ ଛତ୍ରପୁର ଥାନାରେ ହାଜର ହୋଇଥିଲେ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୃଷ୍ଣ ନାୟକଙ୍କୁ ୨୦୧୭ ଅକ୍ଟୋବର ୨୮ରେ ଉତ୍ତରାଖଣ୍ଡରୁ ଗିରଫ କରିଥିଲା ପୋଲିସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.