ରାଜ୍ୟ

ଏଣିକି ଆଗୁଆ ମିଳିବ ବନ୍ୟା ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା: କଟକ, ଭୁବନେଶ୍ୱରରେ ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ୱର (କେନ୍ୟୁଜ): ଆଗୁଆ ମିଳିବ ବନ୍ୟା ସୂଚନା । କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ସେହିପରି ଚଳିତ ବର୍ଷ ଶେଷ ସୁଦ୍ଧା ବାଲେଶ୍ୱର ଓ ସମ୍ବଲପୁରରେ ଡଫ୍ଲର ରାଡାର କାର୍ଯ୍ୟକ୍ଷମ ହେବ। ବାଲେଶ୍ୱର ରେ ଡ଼ଫ୍ଲର ରାଡାର ଅଧାକାମ ଶେଷ ହୋଇଛି ସମ୍ବଲପୁରରେ ଉପକରଣ ପହଞ୍ଚି ସାରିଛି। ସେହିପରି ଭୁବନେଶ୍ୱରରେ ଆଉ ଏକ ରାଡାର ମଧ୍ୟ ପ୍ରତିଷ୍ଠା ହେବ। ଓଡିଶା ସବୁବେଳେ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ବେଳେ ପାଣିପାଗ କେନ୍ଦ୍ରର ପ୍ରମୁଖ ସ୍ଥାନରେ ଓଡିଶା ରହିଛି । ବାତ୍ୟା ଓ ବନ୍ୟା ଆଗୁଆ ସୂଚନା ନେଇ ଆମେ ଅଧିକ ଵ୍ୟଵସ୍ଥା ରାଜ୍ୟରେ କରିବାକୁ ଯାଉଛୁ ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

 

 

Barsha

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

13 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

22 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

25 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

58 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago