ରାଜ୍ୟ

ଭୁବନେଶ୍ୱରରେ ଏନଏସଜି ଟିମ୍: ଲିଙ୍ଗରାଜ ମନ୍ଦିରରେ ହେବ ମକ୍‌ ଡ୍ରିଲ, ଆସନ୍ତାକାଲି କୋଣାର୍କ ଓ ୧୮ରେ ଶ୍ରୀମନ୍ଦିରରେ କରିବେ ଯାଞ୍ଚ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛି ନ୍ୟାସନାଲ୍‌ ସିକ୍ୟୁରିଟି ଗାର୍ଡ ବା ଏନଏସଜି ଟିମ୍‌ । ପାଞ୍ଚ ଜଣିଆ ଟିମରେ ଅଛନ୍ତି ଦୁଇ ଜଣ ଅଫିସର । ଆଜି ଲିଙ୍ଗରାଜ ମନ୍ଦିରରେ ମକ୍‌ ଡ୍ରିଲ୍‌ କରାଯିବ । ମନ୍ଦିରର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ NSG ଟିମ୍‌ । ଆସନ୍ତାକାଲି କୋଣାର୍କ ମନ୍ଦିର ଓ ଗୁରୁବାର ପୁରୀ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ଏନଏସଜି ଟିମ୍‌ ।

ଶ୍ରୀମନ୍ଦିର ଆତଙ୍କବାଦୀଙ୍କ ଟାର୍ଗେଟରେ ରହୁଥିବାରୁ ସୁରକ୍ଷାର ଯାଞ୍ଚ କରିବ । ରାଜ୍ୟ ସରକାରଙ୍କ ସହଯୋଗରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିବ ଏନଏସଜି ଟିମ୍‌। ଏଥିପାଇଁ ଆଇଜି ଅପରେସନ୍‌ ଅମିତାଭ ଠାକୁରଙ୍କୁ ନୋଡାଲ୍‌ ଅଫିସର ଭାବରେ ଦାୟିତ୍ୱ ଦିଆଯାଇଛି । ୪ ଦିନିଆ ଗସ୍ତ ଅବସରରେ ପୋଲିସ ସହ ମଧ୍ୟ ଟିମ୍‌ର ମକଡ୍ରିଲ କାର୍ଯ୍ୟକ୍ରମ ରହିଛି।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

3 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

22 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

30 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

46 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago