ଓଡ଼ିଆ ଆଇଏଏସ ଅଫିସର ଡ.ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ

ନୂଆଦିଲ୍ଲୀ(କେ ନ୍ୟୁଜ):  ଓଡ଼ିଆ ଆଇଏଏସ ଅଫିସର ଡ.ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ । ସେ DPIITର କେନ୍ଦ୍ର ସଚିବ ଥିଲେ । ଗୁରୁପ୍ରସାଦ ମହାପାତ୍ର ୧୯୮୬ ବ୍ୟାଚ ଗୁଜରାଟ କ୍ୟାଡର ଆଇଏଏସ ଅଫିସର ଥିଲେ । ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆର ଅଧ୍ୟକ୍ଷ ଭାବେ କାମ କରିଥିଲେ । ବିଶିଷ୍ଟ ସାହିତ୍ୟିକ ମହାପାତ୍ର ନୀଳମଣି ସାହୁଙ୍କ ସେ ପୁତ୍ର ଥିଲେ । ତାଙ୍କ ନିଧନରେ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋଏଲ ଏବଂ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଦୁଃଖ ପକାଶ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.