ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଚିବ ହେଲେ ଆଇଏଏସ ରାଜେଶ ବର୍ମା

କେନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଚିବ ଭାବେ ନିଯୁକ୍ତ ହେଲେ ରାଜେଶ ବର୍ମା । ତାଙ୍କ ନାଁକୁ କେନ୍ଦ୍ର କ୍ୟାବିନେଟ୍‌ର ଆପଏଣ୍ଟମେଣ୍ଟସ୍‌ କମିଟି ମୋହର ମାରିଛି । ୧୯୮୭ ବ୍ୟାଚ୍‌ ଓଡ଼ିଶା କ୍ୟାଡରର ବରିଷ୍ଠ IAS ଅଫିସର ରାଜେଶ ବର୍ମାଙ୍କୁ ରାଷ୍ଟ୍ରପତିଙ୍କ ସଚିବ ଭାବେ ନିଯୁକ୍ତି ମିଳିଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ଭାବେ ମଧ୍ୟ କାମ କରିଛନ୍ତି । ବର୍ତ୍ତମାନ କର୍ପୋରେଟ୍‌ ଆଫେୟାର୍ସ ମନ୍ତ୍ରାଳୟର ସଚିବ ଭାବେ କାର୍ଯ୍ୟ କରୁଛନ୍ତି ରାଜେଶ ବର୍ମା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.