ଗଞ୍ଜାମ(କେନ୍ୟୁଜ୍): AN-32 ବିମାନରେ ଥିବା ୧୩ ଜଣଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ପାଇଲଟ୍ ସୁନୀତ ମହାନ୍ତି । ତାଙ୍କ ଘର ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକର ବଳିଆପଲ୍ଲୀ ଗାଁରେ । ୨୦୧୨ ମସିହାରେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ ସୁନୀତ । ନିଖୋଜ ବିମାନର ଭଗ୍ନାବଶେଷ ଠାବ ହେବା ସୂଚନା ପାଇବା ପରେ ସମ୍ପର୍କୀୟମାନେ ଆଶା ଆଶଙ୍କାର ରହିଛନ୍ତି। ସୁନୀତଙ୍କ ଫେରିବା ବାଟକୁ ଅନାଇ ରହିବା ସହ ଗାଁ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା କରୁଛନ୍ତି ଗାଁ ଓ ପରିବାର ଲୋକ।
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…
Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…
ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର । ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର । କେନ୍ଦ୍ରାପଡା…