ପରଲୋକରେ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକ

କଟକ (କେନ୍ୟୁଜ) : ଆଉ ନାହାଁନ୍ତି ରଣଜିତ୍‌ ପଟ୍ଟନାୟକ। ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍ ପଟ୍ଟନାୟକଙ୍କ ପରଲୋକ। କଟକସ୍ଥିତ ସିଡିଏ ୯ ନଂ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଶ୍ରୀଯୁକ୍ତ ପଟ୍ଟନାୟକ ବହୁ ଓଡ଼ିଆ ଫିଲ୍ମର ଲେଖିଛନ୍ତି ସଂଳାପ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.