ରାଜ୍ୟ

ପ୍ରକାଶ ପାଇଲା +୨ ପ୍ରଥମ କଟ ଅଫ ମାର୍କ, www.samsodisha.gov.in ପୋର୍ଟାଲରେ ତାଲିକା ଉପଲବ୍ଧ

ଭୁବନେଶ୍ବର(କେନ୍ଯୁଜ):  ପ୍ରକାଶ ପାଇଲା +୨ ପ୍ରଥମ କଟ ଅଫ ମାର୍କ । କଳାରେ ୭୯.୩୧%, ବାଣିଜ୍ୟରେ ୮୨% ଓ ବିଜ୍ଞାନରେ ୯୧.୩୩ ପ୍ରତିଶତ ରହିଛି କଟ୍‌ଅଫ୍‌। ମୋଟ ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିବାବେଳେ ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଛନ୍ତି ୩ ଲକ୍ଷ ୮୬ ହଜାର ୪୬୪ ଛାତ୍ରଛାତ୍ରୀ। କଳାର ପ୍ରଥମ କଟ୍‌ଅଫରେ ୨ ଲକ୍ଷ ୪୭ ହଜାର ୯୦୬ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ବାଣିଜ୍ୟରେ ୨୪ ହଜାର ୫୬୦ ଓ ବିଜ୍ଞାନରେ ୧ ଲକ୍ଷ ୭ଶହ ୩୭ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

ପ୍ରଥମ ପର୍ଯ୍ୟାୟ ମେରିଟ ଲିଷ୍ଟରେ ରେଭେନ୍ସା ଜୁନିୟର କଲେଜ ଆଗରେ ରହିଛି। www.samsodisha.gov.in ପୋର୍ଟାଲରେ ତାଲିକା ଉପଲବ୍ଧ ହେଉଛି। ୧୪ ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ । ସେହିପର ଦ୍ଵିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ୨୭ ତାରିଖରେ ବାହାରିବା ପରେ ୨୯ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ନାମଲେଖା ହେବ ।

Swagatika

Recent Posts

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

14 seconds ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

30 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

38 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago