Below header

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ମହାପ୍ରଭୁଙ୍କୁ ଦର୍ଶନ ସହ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରି ଆଶିଷ ଲାଭ କରିଥିଲେ ।

ପୁରୀ(କେନ୍ୟୁଜ): ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ମହାପ୍ରଭୁଙ୍କୁ ଦର୍ଶନ ସହ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରି ଆଶିଷ ଲାଭ କରିଥିଲେ । ସାରା ରାଜ୍ୟ ରେ ନିର୍ବାଚନ ମାହୋଲ ବେଶ ସରଗରମ ରହିଥିଵା ବେଳେ ବିଜେଡି ଲାଗି ବିଭିନ୍ନ ସ୍ଥାନ ବୁଲି ପ୍ରଚାର କରୁଛନ୍ତି ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ । ଶନିବାର ସେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.