ଦୁଇ ଦିନିଆ ବରଗଡ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍‌

ଦୁଇ ଦିନିଆ ବରଗଡ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍‌ । ଗସ୍ତ ବେଳେ ଜିଲ୍ଲାର ସରଣ୍ଡା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହ ସ୍ଥାନୀୟ ଲୋକ,ଶିକ୍ଷକ ଶିକ୍ଷୟିତ୍ରୀ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ।

ବରଗଡ(କେନ୍ୟୁଜ) :  ଦୁଇ ଦିନିଆ ବରଗଡ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍‌ । ଗସ୍ତ ବେଳେ ଜିଲ୍ଲାର ସରଣ୍ଡା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହ ସ୍ଥାନୀୟ ଲୋକ,ଶିକ୍ଷକ ଶିକ୍ଷୟିତ୍ରୀ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ସ୍କୁଲ ପରିଦର୍ଶନ ପରେ ସରଣ୍ଡା ସ୍ଥିତ ବିଶେଶ୍ୱର ମନ୍ଦିର ପରିଦର୍ଶନ କରିଛନ୍ତି । ମନ୍ଦିର ବୁଲିବା ପରେ ଉନ୍ନତିକରଣ ନେଇ ଲୋକଙ୍କ ସହ ଆଲୋଚନା କରିଛନ୍ତି । ପରେ ଅତାବିରା ଆନନ୍ଦ କଲ୍ୟାଣ ମଣ୍ଡପରେ ବିଭିନ୍ନ ଅନୁଷ୍ଠାନ, ସଙ୍ଗଠନ ଓ ମିଶନ ଶକ୍ତି ମହିଳା ମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.