Categories: ରାଜ୍ୟ

ଓଡ଼ିଶା ଓ ଛତିଶଗଡ଼ରେ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଟ୍ରିବ୍ୟୁନାଲ ଗଠନ

ଭୁବନେଶ୍ବର (କେନ୍ୟୁଜ୍) : ଓଡ଼ିଶା ଓ ଛତିଶଗଡ଼ରେ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଟ୍ରିବ୍ୟୁନାଲ ଗଠନ କରାଯାଇଛି। ଓଡ଼ିଶାର ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି । ଆପୋସ ବୁଝାମଣା ପାଇଁ ପୁଣି ଥରେ ପରାମର୍ଶ ଦେଇଛନ୍ତି ଟ୍ରିବ୍ୟୁନାଲ । ଓଡ଼ିଶା ଓ ଛତିଶଗଡ଼ର ଇଏଙ୍କୁ ଆପୋସ ବୁଝାମଣା ପାଇଁ ପରାମର୍ଶ ଦିଆଯାଇଛି । ଆସନ୍ତା ୩୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

7 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

9 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

15 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

24 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

24 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

42 mins ago