Below header

ଷଷ୍ଠ ଦିନରେ ବି ଚାଲିପାରିଲାନି ବିଧାନସଭା, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର(କେନ୍ଯୁଜ୍): ଷଷ୍ଠ ଦିନରେ ବି ଚାଲିପାରିଲାନି ବିଧାନସଭା । ଗୃହକାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ। ଗୃହକାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ସଦସ୍ୟ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ।

ପ୍ରବଳ ହୋହଲ୍ଲା ମଧ୍ୟରେ ମାତ୍ର ୩ ମିନିଟ୍‌ ଚାଲିପାରିଥିଲା ଗୃହକାର୍ଯ୍ୟ। ଫଳରେ ବାଚସ୍ପତି ଗୃହକାର୍ଯ୍ୟକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ କରିଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.