ଚାଲି ପାରିଲାନି ବିଧାନସଭା ପ୍ରଶ୍ନକାଳ: ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା

ଭୁବନେଶ୍ବର: ଚାଲିପାରିଲାନି ବିଧାନସଭା ପ୍ରଶ୍ନକାଳ। ଆରମ୍ଭରୁ ହଚ୍ଚଗୋଳ। ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି କଂଗ୍ରେସ ବିଧାୟକମାନେ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ। ଧାନ କିଣା ଅବ୍ୟବସ୍ଥା ଓ ନାରୀ ନିର୍ଯାତନା ପ୍ରସଙ୍ଗରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚେଷ୍ଟା କରିଥିଲେ କଂଗ୍ରେସ ସାଂସଦ ସନ୍ତୋଷ ସିଂ ସାଲୁଜା। ଗୃହକାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.