ରାଜ୍ୟ

ଆଜି ଲୋକସେବା ଭବନରେ ବସିଛି ବିଧାନସଭା ଅଧିବେଶନ, ଜଣେ କର୍ମଚାରୀ ତୃତୀୟ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ସ୍ଥାନ ପରିବର୍ତ୍ତନ ପାଇଁ ନିଆଯାଇଥିଲା ନିଷ୍ପତ୍ତି

ଭୁବନେଶ୍ବର: ଲୋକସେବା ଭବନରେ ବସିଛି ବିଧାନସଭା ଅଧିବେଶନ । ଅଧିବେଶନରେ ଆସିବ ବ୍ୟୟମଂଜୁରୀ ବିଲ୍‌ । ଗିଲୋଟିନ୍‌ର ପାରିତ ହେବ ୩୮ଟି ବିଭାଗର ଖର୍ଚ୍ଚ ଦାବି । ବୈଠକରେ ପ୍ରତି ଦଳର ୩୦ ପ୍ରତିଶତ ବିଧାୟକ ଉପସ୍ଥିତ ରହିଛନ୍ତି । ହେଲେ ଚାଲି ପାରନାହିଁ ବିଧାନସଭା । ୧୫ ମିନିଟ୍‌ ପାଇଁ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ । ଏହାପରେ ଏବେ ଗୃହକାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିଛି।ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ଲୋକସେବା ଭବନରେ ବିଧାନସଭା ବସିଛି ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago