Below header

ହେଲିକପ୍ଟର କ୍ରାସ୍‌ ଘଟଣା: ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର(କେନ୍ଯୁଜ୍): ହେଲିକପ୍ଟର କ୍ରାସ୍‌ ଘଟଣାରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ । ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । CDS ବିପିନ୍‌ ରାଓ୍ଵତଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରସ୍ତାବ ଆଗତ ହୋଇଛି।

ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ଗୃହରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.