Below header

ଆଗୁଆ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା

ଭୁବନେଶ୍ବର: ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ ଘୋଷଣା କରାଯାଇଛି। ୧୭ଟି କାର୍ଯ୍ୟଦିବସ ଆଗରୁ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଆସନ୍ତା ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବାର ଥିଲା। ନଭେମ୍ବର ୧୩ ତାରିଖରୁ ଆରମ୍ଭ ହୋଇଥିଲା ବିଧାନସଭାର ଚଳିତ ଶୀତ ଅଧିବେଶନ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.