ବିଧାନସଭା ଶୀତ ଅଧିବେଶନର ଦ୍ଵିତୀୟ ଦିନ ଆରମ୍ଭରୁ ହଟ୍ଟଗୋଳ, ଚାଲିପାରିଲାନି ପ୍ରଶ୍ନକାଳ

ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ହଟ୍ଟଗୋଳ। ଚାଲିପାରିଲାନି ପ୍ରଶ୍ନକାଳ । ଆରମ୍ଭରୁ ବିରୋଧୀ ବିଜେପି ଓ କଂଗ୍ରସ ସଦସ୍ୟଙ୍କ ହଟ୍ଟଗୋଳ । ଆଦିବାସୀ ଜମି ହସ୍ତାନ୍ତର ସମ୍ପର୍କିତ କ୍ୟାବିନେଟରେ ନିଷ୍ପତ୍ତି ଏବଂ ସ୍ଥଗିତ ଘଟଣାକୁ ନେଇ ହୋହଲ୍ଲା କରିଥିଲେ ।

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ହଟ୍ଟଗୋଳ। ଚାଲିପାରିଲାନି ପ୍ରଶ୍ନକାଳ । ଆରମ୍ଭରୁ ବିରୋଧୀ ବିଜେପି ଓ କଂଗ୍ରସ ସଦସ୍ୟଙ୍କ ହଟ୍ଟଗୋଳ । ଆଦିବାସୀ ଜମି ହସ୍ତାନ୍ତର ସମ୍ପର୍କିତ କ୍ୟାବିନେଟରେ ନିଷ୍ପତ୍ତି ଏବଂ ସ୍ଥଗିତ ଘଟଣାକୁ ନେଇ ହୋହଲ୍ଲା କରିଥିଲେ। ଗୃହ ମଧ୍ୟଭାଗକୁ ଆସି ବାଚସ୍ପତିଙ୍କ ପୋଡିୟମ ତଳେ ପ୍ଲାକାର୍ଡ ଧରି ହୋହଲ୍ଲା କରିଥିଲେ। ଗୃହ କାର୍ଯ୍ୟ ଚାଲିନପାରିବାରୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବି କରିଥିଲେ ବାଚସ୍ପତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.