Below header

କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ ମିଳିଥିବା ସୂଚନା, ନଜର ପକାନ୍ତୁ କେଉଁ କେଉଁ ପ୍ରସ୍ତାବ ଅଛି

ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃନିଯୁକ୍ତିକୁ କ୍ୟାବିନେଟ ମଂଜୁରୀ ଦେଇଥିବା ଜଣାପଡିଛି।ସେହିଭଳି ମୟୁରଭଞ୍ଜ ଜିଲ୍ଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡିଛି ।

କେନ୍ୟୁଜ(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ ମିଳିଥିବା ସୂଚନା ।ରାଜସ୍ବ ପଂଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ସୂଚନା । ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃନିଯୁକ୍ତିକୁ କ୍ୟାବିନେଟ ମଂଜୁରୀ ଦେଇଥିବା ଜଣାପଡିଛି।

ସେହିଭଳି ମୟୁରଭଞ୍ଜ ଜିଲ୍ଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡିଛି । ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ କରାଯିବ । ଆପାର୍ଟମେଣ୍ଟ ଓନରସିପ୍ ବିଲ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଥିବା ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.