ଆଜି ବସିବ ରାଜ୍ୟ କ୍ୟାବିନେଟର ବୈଠକ, ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟାରେ ବସିବ ବୈଠକ । ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ।

ଭୁବନେଶ୍ୱର (କେନ୍ୟୁଜ): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟାରେ ବସିବ ବୈଠକ ।  ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ ।  ଖାଦ୍ୟ ଯୋଗାଣ, ଉଚ୍ଚଶିକ୍ଷା ଆଦି ବିଭାଗ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି  । ସେହିପରି ଶିଳ୍ପ, ମିଶନ ଶକ୍ତି ବିଭାଗର ପ୍ରସ୍ତାବ ଉପରେ ବି ଲାଗିପାରେ ମୋହର । ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.