Below header

ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ବର(କେନ୍ୟୁଜ୍): ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସଂଧ୍ୟା ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ପଞ୍ଚାୟତିରାଜ, ଶିଳ୍ପ, ସ୍ୱାସ୍ଥ୍ୟ ଓ ଖାଦ୍ୟ ଯୋଗାଣ ବିଭାଗ ଉପରେ ଗୁୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିପାରେ।  ସେହିପରି ରାଜ୍ୟ ସରକାର କିଛି ବଡ଼ ଘୋଷଣା କରିବାର ମଧ୍ୟ ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.