ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦିନ ୧୨ଟା ୧୫ରେ ବୈଠକ ବସିବ। ବିଧାନସଭା ଅଧିବେଶନ ଚାଲୁଥିବାରୁ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ଶୀତ ଅଧିବେସନରେ ଆସିବାକୁ ଥିବା ବିଭିନ୍ନ ବିଲ୍‌କୁ ଅନୁମୋଦନ ମିଳିପାରେ। କୃଷି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବ ସମେତ ପ୍ରାୟ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.