Below header

ଆଜି ଅପରାହ୍ନ ୫ଟାରେ ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟରେ ଲାଗିବ ମୋହର

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ଅପରାହ୍ନ ୫ଟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟରେ ମୋହର ଲାଗିବ ।

ଅପରାହ୍ନ ୫ଟା ୧୫ରେ କ୍ୟାବିନେଟ ବୈଠକ ବସିବ । ବୈଠକରେ ୧୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବ । ବିଶେଷ କରି ପୂର୍ତ୍ତ, ସ୍ୱାସ୍ଥ୍ୟ ଏବଂ ରାଜସ୍ୱ ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.