ରାଜ୍ୟ

ରାଜ୍ୟ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ, ବୀର ବାଦ୍ୟରେ କମ୍ପିଉଠିଲା ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗ

 ଭୁବନେଶ୍ୱର(କେନ୍ଯୁଜ୍):ରାଜ୍ୟ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ । ବୀର ବାଦ୍ୟରେ କମ୍ପିଉଠିଲା ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗ। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏଥର ପରେଡରେ ୧୫ଟି ଚ୍ରୁପ୍‌ ଅଂଶଗ୍ରହଣ କରିଛନ୍ତି। ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ପରେଡରେ ସାମିଲ ହୋଇଥିଲେ BSF। ପରେଡକୁ ପରିଚାଳନା କରିଥିଲେ ଆଇପିଏସ ରୋହିତ ବର୍ମା ।

ମହାତ୍ମାଗାନ୍ଧୀ ମାର୍ଗରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ସିସିଟଭି ଛାଉଣୀ କରାଯାଇଛି। ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ମୁତୟନ ହୋଇଛନ୍ତି ୨୫ପ୍ଲାଟୁନ୍‌ ଫୋର୍ସ ଓ ୭୦ଜଣ ବରିଷ୍ଠ ପୋଲିସ ଅଧିକାରୀ। ଆଜି ପାଇଁ ସ୍ୱତନ୍ତ୍ର ଟ୍ରାଫିକ କଟକଣା ଜାରି କରାଯାଇଛି। ଗାନ୍ଧୀମାର୍ଗ ଏବଂ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌ କରାଯାଇଛି।

ଏପଟେ ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିରଙ୍ଗା ରଙ୍ଗରେ ରଙ୍ଗେଇ ହୋଇଛି ସାରା ରାଜ୍ୟ । ବିଧାନସଭା, ସଚିବାଳୟ ଓ କମିଶନରେଟ ଅଫିସ ସଜେଇ ହୋଇଛି । ବିଭିନ୍ନ ଆକୃତିରେ ସଜେଇ ହୋଇ ଆକାଶମାର୍ଗକୁ ରଂଗୀନ କରିଛନ୍ତି । ସବୁଆଡ଼େ ଝଲସିଥିଲା ରଂଗୀନ୍‌ ଆଲୋକ ।

Sonalisa

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

17 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

21 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

24 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

29 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

41 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

47 mins ago