Below header

ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ଓ ଫାଇଭ୍‌-ଟି ସଚିବ: ମାଆ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ ମନ୍ଦିରର ବିକାଶ ମୂଳକ କାର୍ଯ୍ୟର କରୁଛନ୍ତି ସମୀକ୍ଷା

ସମ୍ବଲପୁର (କେନ୍ୟୁଜ୍) : ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ଓ ଫାଇଭ୍‌-ଟି ସଚିବ । ସମ୍ବଲପୁରରେ ପହଞ୍ଚିବା ପରେ ମାଆ ସମଲେଶ୍ୱରୀଙ୍କ ଦର୍ଶନ ପାଇଁ ମନ୍ଦିରରେ ପହଞ୍ଚିଛନ୍ତି। ଏହାପରେ ସମଲେଶ୍ୱରୀ ମନ୍ଦିରର ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିବେ।

ବିକାଶ ମୂଳକ କାର୍ଯ୍ୟକ୍ରମ କେତେଦୂର ଆଗେଇଛି ତାର ମଧ୍ୟ ସମୀକ୍ଷା କରିବେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ୍‌-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲ କ୍ରିଷ୍ଣା ଓ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ବିର ବିକ୍ରମ ୟାଦବ ପ୍ରମୁଖ ଉପସ୍ଥିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.