ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା, ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାକୁ ପୂରିଛି ତିନି ବର୍ଷ । ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି ମିଳିବ। ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର, ନିମାପଡା କୁ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ ଜଳ ଯୋଗାଣ ।

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାକୁ ପୂରିଛି ତିନି ବର୍ଷ । ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି ମିଳିବ। ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର, ନିମାପଡା କୁ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ ଜଳ ଯୋଗାଣ ।

ଏହା ସହ ୧୩ଟି ସହରର ୧୪୯ଟି ୱାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପରୁ ଜଳ ଯୋଗାଣ କରାଯିବ। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପର୍ଯ୍ୟାୟରେ ୧୨ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।

You might also like