ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ। ୨୦୨୪ ଜାନୁଆରୀ ୧ରୁ ୨୦୨୯ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବଢିଲା। ଏହି ଯୋଜନାରେ ୧୦ ଲକ୍ଷ ହିତାଧିକାରୀ ମାସକୁ ୫ କେଜି ଲେଖାଏ ମାଗଣା ଚାଉଳ ପାଇବେ।

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ। ୨୦୨୪ ଜାନୁଆରୀ ୧ରୁ ୨୦୨୯ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବଢିଲା। ଏହି ଯୋଜନାରେ ୧୦ ଲକ୍ଷ ହିତାଧିକାରୀ ମାସକୁ ୫ କେଜି ଲେଖାଏ ମାଗଣା ଚାଉଳ ପାଇବେ।

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩ ଲକ୍ଷ୧୪ ହଜାର ୯୨୩ ପରିବାରର ୯ଲକ୍ଷ୯୭ ହଜାର ୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ଏଥି ପାଇଁ ରାଜ୍ୟ ସରକାର ମାସକୁ ୨୫୦ କୋଟି ହିସାବରେ ୫ ବର୍ଷରେ ନିଜ ପାଣ୍ଠିରୁ ୧୨୫୦ କୋଟି ଖର୍ଚ୍ଚ କରିବେ। ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.