ରାଜ୍ୟ

ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ।  ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic)  ଉପକୃତ ହେବେ।
ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧିମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି ।
ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି ଏବଂ ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।
Niharanjan

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

1 hour ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

4 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

4 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

5 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

5 hours ago