Below header

୫ ନୂଆ ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୫ ନୂଆ ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’। ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାରେ ଯୋଡ଼ିହେଲା ଆଉ ୫ ନୂଆ ସହର। ଲୋକସେବା ଭବନରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଇରଙ୍ଗପୁର, ବୀରମିତ୍ରପୁର, ରାଜଗାଙ୍ଗପୁର, ଚମ୍ପୁଆ ଓ ନିମାପଡ଼ାରେ ଡ୍ରିଙ୍କ ଫ୍ରମ ଟ୍ୟାପର ଶୁଭାରମ୍ଭ କରାଯାଇଛି।

ସମଗ୍ର ୫ ସହରରେ ମିଳିବ ୨୪ ଘଣ୍ଟିଆ ପାନୀୟ ଜଳ। ଏହା ସହ ୧୩ଟି ସହରର ୧୪୯ଟି ୱାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପରୁ ଜଳ ଯୋଗାଣ କରାଯିବ। ଏହାଦ୍ବାରା ୧୨ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ୨୦୨୦ ସେପ୍ଟେମ୍ବରରେ ଆରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନା।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.