ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ହୋଇଛି । ଶପଥ ନେଇଥିବା ମନ୍ତ୍ରୀମାନେ ବୈଠକରେ ଯୋଗ ଦେଇଥିଲେ । ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଉପସ୍ଥିତ ଥିଲେ ।

Leave A Reply

Your email address will not be published.