Below header

ଆସନ୍ତାକାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ, ନବୀନ ନିବାସ ନଯିବାକୁ ଶୁଭେଚ୍ଛୁଙ୍କୁ କରିଛନ୍ତି ଅନୁରୋଧ

ଆସନ୍ତାକାଲି ଅର୍ଥାତ ସୋମବାର ପଡୁଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି କହିଛନ୍ତି । ଗତମାସରେ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି ।

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ସୋମବାର ପଡୁଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି କହିଛନ୍ତି । ଗତମାସରେ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି ।

ସେଥିପାଇଁ ସେ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି । ତେଣୁ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସକୁ ନ ଯିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆଗରୁ ମଧ୍ୟ ଜନ୍ମଦିନ ପାଳନ କରି ନଥିବା ମଧ୍ୟ ଦେଖାଯାଇଛି । ବାତ୍ୟା ଏବଂ ଦୁର୍ବିପାକ ସମୟରେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.