ରାଜ୍ୟ

କୁଚିଣ୍ଡାରେ ହିତାଧିକାରୀଙ୍କୁ ସ୍ମାଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୧୫୫୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ

ସମ୍ବଲପୁର (କେନ୍ୟୁଜ): ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡିହେଲା ସମ୍ବଲପୁର। କୁଚିଣ୍ଡାରେ BSKY ଯୋଜନାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଜିଲ୍ଲାରେ ୧୫୫୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଓଡ଼ିଶାର ବିକାଶରେ ସମ୍ବଲପୁରର ବିଶେଷ ଅବଦାନ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ବଲପୁରୀ ଗୀତ ଓ ଶାଢି ସାରା ବିଶ୍ୱରେ ଆଦାର ପାଇଛି। ‘ମା’ ସମଲେଶ୍ୱରୀ ପୀଠର ବିକାଶ କାମ ହାତକୁ ନିଆଯାଇଛି।

୨୦୨୨ରେ ଜିଲ୍ଲାର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ। ସ୍ୱାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ନବୀନ କହିଛନ୍ତି। ରାଜ୍ୟର ୯୬ଲକ୍ଷ ପରିବାର BSKY ସ୍ମାର୍ଟକାର୍ଡ ପାଇବେ। ସାଢେ ୩ କୋଟି ଲୋକ BSKY ସ୍ମାର୍ଟକାର୍ଡରୁ ସୁବିଧା ପାଇବେ। ସମ୍ବଲପୁର ଜିଲ୍ଲାର ୨ ଲକ୍ଷ ୨୮ ହଜାର ୨୧୩ ଜଣ ସ୍ମାର୍ଟକାର୍ଡ ପାଇବେ। ଚିକିତ୍ସା ପାଇଁ ଅର୍ଥ ସମସ୍ୟା ଦୂର କରିବ ସ୍ମାର୍ଟକାର୍ଡ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।

Barsha

Recent Posts

ଦିଲ୍ଲୀ: ଏବେ ପାଣି ନଷ୍ଟ କଲେ ଗଣିବେ ତଣ୍ଡ, କଟିବ ୨ ହଜାର ଟଙ୍କା ଚାଲାଣ

ଦିଲ୍ଲୀବାସୀଙ୍କ ପାଇଁ ବଡ ଖବର । ଦିଲ୍ଲୀରେ ପାଣି ନଷ୍ଟ କଲେ ୨ ହଜାର ଟଙ୍କା ଚାଲାଣ କଟିବ ।…

3 mins ago

ସର୍ଜରୀ ପରେ ସାମ୍ନାକୁ ଆସିଲା ରାକ୍ଷୀଙ୍କ ପ୍ରଥମ ଭିଡିଓ, କଷ୍ଟ ଅନୁଭବ କରୁଥିବାର ଆସିଲେ ନଜର

ଆଜିକାଲି ରାକ୍ଷୀ ସାୱନ୍ତ ନିଜ ସ୍ୱାସ୍ଥ୍ୟା ସମସ୍ୟାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଅସୁସ୍ଥତା ହେତୁ ରାକ୍ଷୀ ସାୱନ୍ତଙ୍କୁ…

41 mins ago

ସମାନ ମାର୍କ ରଖି ଟପ୍ପର ହୋଇଛନ୍ତି ଏହି ଯାଆଁଳା ଭଉଣୀ

ବାଲୁଗାଁ(କେନ୍ୟୁଜ୍): ଇଏ ଆଶ୍ଚର୍ଯ୍ୟର କଥା ନୁହେଁ ତ ଆଉ କଣ? ଦୁହେଁ ସିନା ପିଲାଟିବେଳୁ ଦେଖିବାକୁ ଏକାପରି ଥିଲେ, ହେଲେ…

1 hour ago

ପ୍ରଶ୍ନୋତ୍ତର ନପଢ଼ି ଶିକ୍ଷୟତ୍ରୀ ଦେଉଥିଲେ ନମ୍ବର, ରିଲ୍ସ କରିବା ପଡ଼ିଲା ମହଙ୍ଗା

ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍‌…

1 hour ago

ମଧ୍ୟପ୍ରଦେଶ : ବୀଭତ୍ସ ହତ୍ୟାକାଣ୍ଡ, ଟାଙ୍ଗିଆରେ ହାଣି ୮ ଜଣଙ୍କୁ ମାରିବା ପରେ ନିଜେ ଆତ୍ମହତ୍ୟା କଲା ଯୁବକ

ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…

2 hours ago

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

2 hours ago