ରାଜ୍ୟ

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୭ରୁ ୮ ପ୍ରସ୍ତାବ ପାରିତ ହୋଇପାରେ ବୈଠକରେ

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟା ୪୫ରେ ବସିବ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରର ପଞ୍ଚମ ବର୍ଷ ଆରମ୍ଭର ପ୍ରଥମ ଦିନରେ ନବୀନ କରିବେ ବଡ଼ ଘୋଷଣା।

ସରକାର ନିର୍ବାଚନ ବର୍ଷକୁ ପ୍ରବେଶ କରୁଥିବାରୁ ଏହି କ୍ୟାବିନେଟ୍‌ରେ ବଡ଼ ଘୋଷଣା କରିବେ ବୋଲି ଜଣାପଡିଛି। ଗରିବ ଓ ସାଧାରଣ ବର୍ଗ ଲୋକଙ୍କ ସୁରକ୍ଷା ନେଇ କିଛି ବଡ଼ ନିଷ୍ପତ୍ତି ହେବା ସମ୍ଭାବନା ରହିଛି। ପ୍ରାୟ ୭ରୁ ୮ ପ୍ରସ୍ତାବ ବୈଠକରେ ପାରିତ ହୋଇପାରେ। ସାମାଜିକ ସୁରକ୍ଷା, କୃଷି, ସମବାୟ, ଖାଦ୍ୟ ଯୋଗାଣ , ଜଳସମ୍ପଦ, ନଗର ଉନ୍ନୟନ ଓ ପଞ୍ଚାୟତିରାଜ ବିବାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର ମିଳିବା ସମ୍ଭାବନା ରହିଛି।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago