ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ବର: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କିଛି ସମୟ ତଳେ ନବୀନ ନିବାସରୁ ବିମାନବନ୍ଦର ଗସ୍ତ କରିଛନ୍ତି ନବୀନ। ତିନିଦିନିଆ ଗସ୍ତରେ ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ। ଏହାସହ ହେବାକୁ ଥିବା ବିବିସି ସ୍ପୋର୍ଟସ ଓ୍ଵିମେନ ଅଫ ଦ ଇୟର ଆଓ୍ଵାର୍ଡରେ ଯୋଗଦେବେ ମୁଖ୍ୟମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.