Below header

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବିମାନର ଜରୁରୀ ଅବତରଣ

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରର ଜରୁରୀ ଅବତରଣ । କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ଆକାଶରେ ପାଖାପାଖି ୨୦ ମିନିଟ୍ ଅପେକ୍ଷା ପରେ ଝାରସୁଗୁଡ଼ା ଫେରିଗଲେ ।

ଭୁବନେଶ୍ୱର(କେନ୍ୟୁଜ୍‌): ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରର ଜରୁରୀ ଅବତରଣ । କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ଆକାଶରେ ପାଖାପାଖି ୨୦ ମିନିଟ୍ ଅପେକ୍ଷା ପରେ ଝାରସୁଗୁଡ଼ା ଫେରିଗଲେ । ଖଡ଼ିଆଳରେ ପ୍ରଚାର ସାରି ଭୁବନେଶ୍ବର ଫେରୁଥିଲେ ମୁଖ୍ୟମନ୍ତ୍ରୀ ।

କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିଲେନି ମୁଖ୍ୟମନ୍ତ୍ରୀ । ଝାରସୁଗୁଡ଼ାରେ ସୁରକ୍ଷିତ ଭାବେ ଜରୁରୀ ଅବତରଣ କଲା ହେଲିକପ୍ଟର । ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ସୁରକ୍ଷିତ ଥିବା 5T ଅଧ୍ୟକ୍ଷଙ୍କ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.