ଓଡ଼ିଶାରେ କଂଗ୍ରେସ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର: ନୂଆ ପିସିସି ସଭାପତି କିଏ ହେବେ? ହେବ ବିଚାର ବିମର୍ଶ

ଭୁବନେଶ୍ଵର (କେନ୍ୟୁଜ): ଓଡ଼ିଶାରେ କଂଗ୍ରେସ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର। ନୂଆ ପିସିସି ସଭାପତି କିଏ ହେବେ ସେନେଇ ରାଜ୍ୟର ବିଭିନ୍ନ କଂଗ୍ରେସ ନେତାଙ୍କ ସହ ବିଚାର ବିମର୍ଷ କରିବେ। କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ।

୨୦୧୯ରୁ ନିରଞ୍ଜନ ପଟ୍ଟନାୟକ ପିସିସି ସଭାପତି ପଦରୁ ଇସ୍ତଫା ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଗ୍ରହଣ କରାଯାଇନାହିଁ। ଓଡ଼ିଶାରୁ ଫେରିବା ପରେ ଚେଲ୍ଲା କୁମାର ତାଙ୍କ ରିପୋର୍ଟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଦେବେ। ଚୂଡାନ୍ତ ନିଷ୍ପତ୍ତି କଂଗ୍ରେସ ଅଧ୍ୟକ୍ଷା ନେବେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.