ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଜାରି ପାଇଁ ହାଇକୋର୍ଟ ଗଲେ ମୋକିମ୍

କଟକ(କେନ୍ୟୁଜ୍): ହାଇକୋର୍ଟ ଗଲେ ବିଧାୟକ ମହମ୍ମଦ ମୋକିମ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଜାରି ପାଇଁ ହାଇକୋର୍ଟ ଗଲେ ମୋକିମ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ORHDC ଋଣ ଦୁର୍ନୀତି ମାମଲାରେ ୩ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । ହାଇକୋର୍ଟରେ ମୋକିମଙ୍କ ପାଇଁ ମାମଲା ଲଢ଼ିବେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.