କେନ୍ୟୁଜ(ବ୍ୟୁରୋ) : କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଥିବାରୁ ଓଡ଼ିଶା ଡିଜିଟାଲ ମିଡିଆ ଆସୋସିଏସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।
ଆଗାମୀରେ ମୁଖ୍ୟମନ୍ତ୍ରୀ ଅନ୍ୟ ଦାବି ଗୁଡିକୁ ସହୃଦୟତାର ସହ ବିଚାର କରି ପୁରଣ କରିବେ ବୋଲି ଆଶା କରାଯାଉଛି । ଓଡ଼ିଶା ଡିଜିଟାଲ ମିଡିଆ ଆସୋସିଏସନ, ଭୁବନେଶ୍ୱର ପକ୍ଷରୁ ରାଜ୍ୟ ସଭାପତି ତୁଷାର ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରୀ ସଭାପତି ନିହାର ରଂଜନ ପଣ୍ଡା, ଜିଲ୍ଲା ସଭାପତି ସୁକାନ୍ତ କୁମାର ମହାନ୍ତି, ସାଧାରଣ ସମ୍ପାଦକ ସୁନାକର ଦାସ ପ୍ରମୁଖ ଏକ ପ୍ରେସ ବିଜ୍ଞପ୍ତିରେ ଏହା ଜଣାଇଛନ୍ତି ।
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…