ଚାଷୀଙ୍କୁ ନୂଆଁଖାଇ ଭେଟି: ଆଜି ଆକାଉଣ୍ଟକୁ ଯିବ କାଳିଆ ଟଙ୍କା

ଚାଷୀଙ୍କୁ ନୂଆଁଖାଇ ଭେଟି । ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା । ପବିତ୍ର ନୂଆଖାଇ ଅବସରରେ ରବି ଫସଲ ପାଇଁ ଚାଷୀ ଭାଇ ଭଉଣୀଙ୍କୁ ଏବର୍ଷର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର(କେନ୍ୟୁଜ): ଚାଷୀଙ୍କୁ ନୂଆଁଖାଇ ଭେଟି । ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା । ପବିତ୍ର ନୂଆଖାଇ ଅବସରରେ ରବି ଫସଲ ପାଇଁ ଚାଷୀ ଭାଇ ଭଉଣୀଙ୍କୁ ଏବର୍ଷର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୯୦୦ କୋଟି ଟଙ୍କାର ସହାୟତା ରାଶି ଦିଆଯିବ । ଡିବିଟି ମାଧ୍ୟମରେ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଉପକୃତ ହେବେ ୪୪ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.